ମାଥିଉ 1:24 - ପବିତ୍ର ବାଇବଲ24 ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦେଶ ଦେଲେ, ସେହିପରି କଲେ। ସେ ମରିୟମଙ୍କୁ ବିବାହ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥିରେ ଯୋଷେଫ ନିଦ୍ରାରୁ ଉଠି ପ୍ରଭୁଙ୍କ ଦୂତ ତାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ; Viz kapitolaଓଡିଆ ବାଇବେଲ24 ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ; Viz kapitolaପବିତ୍ର ବାଇବଲ (CL) NT (BSI)24 ଯୋସେଫଙ୍କ ନିଦ୍ରାଭଙ୍ଗ ହେବା ପରେ ସେ ସ୍ୱର୍ଗଦୂତଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟ କଲେ। ସେ ମରିୟମଙ୍କୁ ବିବାହ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ; Viz kapitola |