ମାଥିଉ 1:25 - ପବିତ୍ର ବାଇବଲ25 କିନ୍ତୁ ମରିୟମ ପୁତ୍ର ସନ୍ତାନକୁ ଜନ୍ମ ନ ଦେବା ପର୍ଯ୍ୟନ୍ତ ସେ ତାହାଙ୍କ ସହିତ ସହବାସ କରି ନ ଥିଲେ। ଆଉ ଯୋଷେଫ ପୁଅଟିର ନାମ ଯୀଶୁ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାଙ୍କ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ। Viz kapitolaଓଡିଆ ବାଇବେଲ25 କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)25 କିନ୍ତୁ ତାଙ୍କର ସେହି ପୁତ୍ର ଜନ୍ମ ହେବା ପର୍ଯ୍ୟନ୍ତ ତାଙ୍କ ସହିତ ସହବାସ କଲେ ନାହିଁ। ଯୋସେଫ ସେହି ପୁତ୍ରଙ୍କୁ ଯୀଶୁ ନାମ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ। Viz kapitola |