ମାଥିଉ 10:1 - ପବିତ୍ର ବାଇବଲ1 ଯୀଶୁ ତାହାଙ୍କର ବାରଜଣ ଶିଷ୍ୟଙ୍କୁ ପାଖକୁ ଡକାଇଲେ। ସେ ଭୂତମାନଙ୍କୁ ତଡ଼ିଦେବା ପାଇଁ ଓ ସବୁ ପ୍ରକାର ରୋଗ ଏବଂ ଅସୁସ୍ଥତା ଭଲ କରିଦେବା ପାଇଁ ଶିଷ୍ୟମାନଙ୍କୁ ଶକ୍ତି ପ୍ରଦାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଇତି ମଧ୍ୟରେ ଯୀଶୁ ଆପଣା ଦ୍ଵାଦଶ ଶିଷ୍ୟଙ୍କୁ ନିକଟକୁ ଡାକି ସେମାନଙ୍କୁ ଅଶୁଚିଣଆତ୍ମାଗୁଡ଼ାକ ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ। Viz kapitolaଓଡିଆ ବାଇବେଲ1 ଇତିମଧ୍ୟରେ ସେ ଆପଣା ଦ୍ୱାଦଶ ଶିଷ୍ୟଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)1 ଯୀଶୁ ତାଙ୍କର ବାରଣ ଶିଷ୍ୟଙ୍କୁ ଡାକି ଭୂତ ଛଡ଼ାଇବା ପାଇଁ ଓ ସବୁ ପ୍ରକାର ରୋଗ ବ୍ୟାଧି ସୁସ୍ଥ କରିବା ପାଇଁ ଶକ୍ତି ପ୍ରଦାନ କରି ସେମାନଙ୍କୁ ପ୍ରେରଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇତିମଧ୍ୟରେ ସେ ଆପଣା ବାର ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି, ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ। Viz kapitola |