ମାଥିଉ 10:10 - ପବିତ୍ର ବାଇବଲ10 ଯାତ୍ରା ବେଳେ ଝୁଲା ନିଅ ନାହିଁ। ପିନ୍ଧିଥିବା ପୋଷାକ ଓ ଜୋତା ଛଡ଼ା ଅଧିକା ପୋଷାକ ବା ଜୋତା କି ବାଡ଼ି ନିଅ ନାହିଁ। ଜଣେ ସେବକ କେବଳ ନିହାତି ଆବଶ୍ୟକୀୟ ପଦାର୍ଥ ନେବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ ଯାତ୍ରା ନିମନ୍ତେ ଝୋଲି କିମ୍ଵା ଦୁଇଟି ଅଙ୍ଗରଖା ଅବା ଯୋତା କିମ୍ଵା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ। Viz kapitolaଓଡିଆ ବାଇବେଲ10 କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)10 କିମ୍ବା ଭିଷା ଥଳି ଧରି ବୁଲ ନାହିଁ। ଖଣ୍ଡେ ଅଧିକ ପୋଷାକ, ଜୋତା ବା ବାଡ଼ି ମଧ୍ୟ ନିଅ ନାହିଁ। କର୍ମୀ ତା’ର ପ୍ରାପ୍ୟ ପାଇବା ପାଇଁ ହକ୍ଦାର୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ। Viz kapitola |