ମାଥିଉ 10:11 - ପବିତ୍ର ବାଇବଲ11 “କୌଣସି ନଗର ବା ଗାଁରେ ପ୍ରବେଶ କଲାବେଳେ ସେଠାରେ ଯୋଗ୍ୟ ଲୋକଟିକୁ ବାଛି ବାହାର କର। ସେହି ନଗର ବା ଗାଁ ନ ଛାଡ଼ିବା ପର୍ଯ୍ୟନ୍ତ ସେହି ସ୍ଥାନରେ ରୁହ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ, ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ। Viz kapitolaଓଡିଆ ବାଇବେଲ11 ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ । Viz kapitolaପବିତ୍ର ବାଇବଲ (CL) NT (BSI)11 “ଗୋଟିଏ ସହର ବା ଗ୍ରାମରେ ପହଞ୍ଚିବା ପରେ ସେଠାରେ କିଏ ତୁମର କରିବ, ସେ କଥା ବୁଝି ତୁମେ ଅନ୍ୟତ୍ର ଯିବା ପଯ୍ୟନ୍ତ ତାଙ୍କ ଘରେ ରହିଯାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ। Viz kapitola |