ମାଥିଉ 10:13 - ପବିତ୍ର ବାଇବଲ13 ଯଦି ସେ ପରିବାର ଲୋକେ ଅଯୋଗ୍ୟ ତେବେ ତୁମ୍ଭର ଶାନ୍ତି ତୁମ୍ଭ ନିକଟକୁ ଫେରି ଆସିବ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେହି ଗୃହ ଯେବେ ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ନିକଟକୁ ବାହୁଡ଼ିଆସୁ। Viz kapitolaଓଡିଆ ବାଇବେଲ13 ସେହି ଗୃହ ଯେବେ ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ପାଖକୁ ଫେରିଆସୁ । Viz kapitolaପବିତ୍ର ବାଇବଲ (CL) NT (BSI)13 ସେମାନେ ଯଦି ତୁମକୁ ସ୍ୱାଗତ କରନ୍ତି, ସେମାନେ ପ୍ରତି ତୁମର ଶୁଭେଚ୍ଛା ସଫଳ ହେବ। କିନ୍ତୁ ଯଦି ସେମାନେ ସ୍ୱାଗତ କରନ୍ତି, ତୁମର ଶୁଭେଚ୍ଛା ପ୍ରତ୍ୟାହାର କରି ନିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେହି ଗୃହ ଯଦି ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ପାଖକୁ ଫେରିଆସୁ। Viz kapitola |