ମାଥିଉ 10:16 - ପବିତ୍ର ବାଇବଲ16 “ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ। Viz kapitolaଓଡିଆ ବାଇବେଲ16 ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)16 “ଶୁଣ, ମେଣ୍ଡାମାନଙ୍କୁ ବାଘ ମୁହଁକୁ ଠେଲିଦେଲା ପରି ମୁଁ ତୁମ୍ଭମାନଙ୍କୁ ପଠାଉଛି। ସୁତଚାଂ ତୁମେ ସର୍ପ ନରି ସତର୍କ ରୁହ, କିନ୍ତୁ କପୋତ ପରି ଅମାୟିକ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 “ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ। Viz kapitola |