Online Bible

- Reklamy -




ମାଥିଉ 10:18 - ପବିତ୍ର ବାଇବଲ

18 ତୁମ୍ଭେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭକୁ ଶାସକ ଓ ରାଜାଙ୍କ ଆଗକୁ ନିଆଯିବ। ଅଣଯିହୂଦୀ ତଥା ସେମାନଙ୍କ ଆଗରେ ତୁମ୍ଭେ ମୋ’ ବିଷୟରେ ସାକ୍ଷୀ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ତୁମ୍ଭେମାନେ ମୋʼ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁକୁ ଅଣାଯିବ; ତାହା ସେମାନଙ୍କ ଓ ବିଜାତିମାନଙ୍କ ପ୍ରତି ସାକ୍ଷ୍ୟ ସ୍ଵରୂପ ହେବ।

Viz kapitola kopírovat

ଓଡିଆ ବାଇବେଲ

18 ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୂଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 “ମୋ’ ଲାଗି ତଚମେ ରାଜା ସ ଶାସକମାନଙ୍କ ସମ୍ମୁଖକୁ ଅଣାଯାଇ ବିଚାରିତ ହେବ। ଏହା ଦ୍ୱାରା ସେମାନଙ୍କୁ ଓ ଅନ୍ୟ ଜାତିର ଲୋକମାନଙ୍କୁ ଶୁଭବାର୍ତ୍ତା ଶୁଣାଇବା ପାଇଁ ଅବକାଶ ପାଇବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।

Viz kapitola kopírovat




ମାଥିଉ 10:18

Následuj nás:

Reklamy


Reklamy