ମାଥିଉ 10:25 - ପବିତ୍ର ବାଇବଲ25 ଜଣେ ଶିଷ୍ୟ ତା’ ଗୁରୁ ଭଳି ହେବାରେ ଓ ଜଣେ ସେବକ ତା’ ମାଲିକ ଭଳି ହେବାରେ ସନ୍ତୋଷ ଲାଭ କରିବା ଦରକାର। ଘରର ମୁଖ୍ୟଙ୍କୁ ଯଦି ‘ବାଆଲ୍ଜିବୂଲ୍’ କହି ଡକାଯାଏ ତେବେ ଘରର ଅନ୍ୟ ସଦସ୍ୟମାନଙ୍କୁ ନିଶ୍ଚୟ ଅଧିକ ଖରାପ ନାମରେ ଡକାଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ତୁଲ୍ୟ ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହକର୍ତ୍ତାଙ୍କୁ ବାଆଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ। Viz kapitolaଓଡିଆ ବାଇବେଲ25 ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ । ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ । Viz kapitolaପବିତ୍ର ବାଇବଲ (CL) NT (BSI)25 ସୁତରାଂ ଶିଷ୍ୟ ଗୁରୁ ପରି ଓ ଦାସ ମାଲିକ ପରି ହୋଇପାରିଲେ ସେମାନେ ସେତିକିରେ ସନ୍ତୁଷ୍ଠ ହେବା ଉଚିତ୍। ଗୋଟିଏ ପରିବାରର କର୍ତ୍ତାକୁ ଯଦି ଲୋକେ ବେଲଜିବୁଲ ବୋଲି ଡାକନ୍ତି ଯଦି ଲୋକେ ବେଲଜିବୁଲ ବୋଲି ଡାକନ୍ତି, ପରିବାରର ଅନ୍ୟମାନଙ୍କୁ ଆହୁରି କେତେ କୁସ୍ଥିତ ନାମ ନ ଦେବେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।” Viz kapitola |