Online Bible

- Reklamy -




ମାଥିଉ 10:27 - ପବିତ୍ର ବାଇବଲ

27 ମୁଁ ଗୋପନରେ ତୁମ୍ଭକୁ ଯାହାସବୁ କହୁଛି, ତୁମ୍ଭେ ତାହାକୁ ପ୍ରକାଶ୍ୟ ଦିବାଲୋକରେ କୁହ। ମୁଁ ତୁମ୍ଭକୁ ଆସ୍ତେ ଆସ୍ତେ ଯାହା କହୁଛି, ତୁମ୍ଭେ ଘର ଛାତ ଉପରେ ଚିତ୍କାର କରି ତାହା କୁହ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘରଛାତ ଉପରେ ଘୋଷଣା କର।

Viz kapitola kopírovat

ଓଡିଆ ବାଇବେଲ

27 ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାର ସମୟରେ କହୁଛି, ତାହା ଦିବାଲୋରେ ପ୍ରକାଶ କର ଏବଂ ଯାହା ନିଭୃତରେଶୁଣିଛ, ତାହା ଘର ଉପରୁ ଘୋଷଣା କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର।

Viz kapitola kopírovat




ମାଥିଉ 10:27

Následuj nás:

Reklamy


Reklamy