ମାଥିଉ 10:28 - ପବିତ୍ର ବାଇବଲ28 “ଲୋକଙ୍କୁ ଭୟ କର ନାହିଁ। ସେମାନେ କେବଳ ତୁମ୍ଭର ଶରୀରକୁ ମାରି ପାରିବେ, ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କେବଳ ପରମେଶ୍ୱରଙ୍କୁ ଭୟ କର, ସେ କେବଳ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦେଇ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠେଇ ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆଉ, ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ ପରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନରକରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର। Viz kapitolaଓଡିଆ ବାଇବେଲ28 ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର । Viz kapitolaପବିତ୍ର ବାଇବଲ (CL) NT (BSI)28 ଯେଉଁମାନେ କେବଳଶରୀରକୁ ବିନଷ୍ଟ କରନ୍ତି, କିନ୍ତୁ, କିନ୍ତୁଆମାôର କିଛି କ୍ଷତି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। ବରଂ ଯେଉଁ ଈଶ୍ୱର ତୁମର ଶରୀର ଓ ଆତ୍ମା ଉଭୟକୁ ନରକରେ ଧ୍ୱଂସ କରିପାରନ୍ତି, ତାଙ୍କୁ ଭୟ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର। Viz kapitola |