Online Bible

- Reklamy -




ମାଥିଉ 10:34 - ପବିତ୍ର ବାଇବଲ

34 “ତୁମ୍ଭେ ଭାବ ନାହିଁ ଯେ ମୁଁ ପୃଥିବୀରେ ଶାନ୍ତି ଆଣିବା ପାଇଁ ଆସିଛି। କିନ୍ତୁ ଖ‌‌ଡ଼୍‌‌ଗ ଆଣିବା ପାଇଁ ଆସିଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ଼୍‍ଗ ଦେବାକୁ ଆସିଅଛି।

Viz kapitola kopírovat

ଓଡିଆ ବାଇବେଲ

34 ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ଼୍ଗ ଦେବାକୁ ଆସିଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

34 “ମୁଁ ଜଗତରେ ଶାନ୍ତି ପ୍ରତିଷ୍ଠା କରିବାକୁ ଆସିଛି ବୋଲି ମନେକର ନାହିଁ। ନା, ମୁଁ ଶାନ୍ତି ଆଣିବାକୁ ଆସି ନାହିଁ-ଖଡ଼୍ଗ ନେଇ ଆସିଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 “ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ୍ଗ ଦେବାକୁ ଆସିଅଛି।

Viz kapitola kopírovat




ମାଥିଉ 10:34

Následuj nás:

Reklamy


Reklamy