ମାଥିଉ 10:37 - ପବିତ୍ର ବାଇବଲ37 “ଯେଉଁ ଲୋକ ମୋ’ ଅପେକ୍ଷା ତା’ ବାପାମାଙ୍କୁ ଅଧିକ ଭଲ ପାଏ, ତେବେ ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। ଯେଉଁ ଲୋକ ମୋ’ ଅପେକ୍ଷା ତା ପୁଅ ଓ ଝିଅଙ୍କୁ ଅଧିକ ଭଲ ପାଏ, ସେ ମୋର ଅନୁଗାମୀ ହେବାର ଯୋଗ୍ୟ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ସ୍ନେହ କରେ, ସେ ମୋହର ଯୋଗ୍ୟ ନୁହେଁ। Viz kapitolaଓଡିଆ ବାଇବେଲ37 ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)37 “ଯେ କେହି ନିଜବାପା ବା ମାଆକୁ ମୋ’ ଅପେକ୍ଷା ଅଧିକ ସ୍ନେହ କରେ, ସେ ମୋହର ଶିଷ୍ୟ ହେବାକୁ ଅଯୋଗ୍ୟ। ଯେ କେହି ନିଜ ପୁଅ ବା ଝିଅ ପ୍ରତିଅଧିକ ଅନୁରକ୍ତ, ସେ ମୋହର ଶିଷ୍ୟ ହେବା ପାଇଁ ଯୋଗ୍ୟ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ। Viz kapitola |