Online Bible

- Reklamy -




ମାଥିଉ 10:38 - ପବିତ୍ର ବାଇବଲ

38 ଯେଉଁ ଲୋକ ତାକୁ ଦିଆଯାଇଥିବା ଦୁଃଖ, କଷ୍ଟରୂପକ କ୍ରୁଶ ବୋହି ମୋର ଅନୁସରଣ କରେ ନାହିଁ, ସେ ମୋତେ ପାଇବାକୁ ଯୋଗ୍ୟ ନୁହେଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ଆଉ, ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ।

Viz kapitola kopírovat

ଓଡିଆ ବାଇବେଲ

38 ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 ଯେ କେହି ନିଜ କ୍ରୁଶ ବହନ କରି ମୋତେ ଅନୁସରଣ କରେ ନାହିଁ, ସେ ମୋହର ଶିଷ୍ୟ ହେବାକୁ ଯୋଗ୍ୟ ନୁହେଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ।

Viz kapitola kopírovat




ମାଥିଉ 10:38

Následuj nás:

Reklamy


Reklamy