Online Bible

- Reklamy -




ମାଥିଉ 10:39 - ପବିତ୍ର ବାଇବଲ

39 ଯେଉଁ ଲୋକ ମୋ’ ଅପେକ୍ଷା ତା’ ନିଜ ଜୀବନକୁ ଅଧିକ ଭଲ ପାଏ ସେ ବାସ୍ତବଜୀବନ ହରାଇବସିବ। କିନ୍ତୁ ଯେଉଁ ଲୋକ ମୋ’ ସକାଶେ ଜୀବନ ହରାଏ, ସେ ବାସ୍ତବଜୀବନ ପାଇ ପାରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋʼ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।

Viz kapitola kopírovat

ଓଡିଆ ବାଇବେଲ

39 ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

39 ଯେ କେହି ନିଜ ଜୀବନ ରକ୍ଷା କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ; ବରଂ ଯେ ମୋ’ପୋଇଁ ନିଜ ଜୀବନକୁ ଉତ୍ସର୍ଗ କରେ, ସେ ପ୍ରକୃତରେ ତାହା ସୁରକ୍ଷା କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।”

Viz kapitola kopírovat




ମାଥିଉ 10:39

Následuj nás:

Reklamy


Reklamy