ମାଥିଉ 10:41 - ପବିତ୍ର ବାଇବଲ41 ଯେଉଁ ଲୋକ ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତାଙ୍କୁ ଭେଟି ତାହାଙ୍କୁ ସ୍ୱାଗତ କରେ, ତେବେ ସେ ଭବିଷ୍ୟଦ୍ବକ୍ତାର ପୁରସ୍କାର ପାଇବ। ଯେଉଁ ଲୋକ ଜଣେ ଧାର୍ମିକ ଲୋକକୁ ଧାର୍ମିକ ଲୋକ ରୂପେ ସ୍ୱୀକାର କରେ ତେବେ ସେ ଧାର୍ମିକ ଲୋକର ପୁରସ୍କାର ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ଯେ ଭାବବାଦୀଙ୍କି ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ, ଯେ ଧାର୍ମିକ ବ୍ୟକ୍ତିଙ୍କି ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ। Viz kapitolaଓଡିଆ ବାଇବେଲ41 ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ । ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ । Viz kapitolaପବିତ୍ର ବାଇବଲ (CL) NT (BSI)41 ଯେ କେହି ଜଣେ ଭାବବାସୀକୁ ଈଶ୍ୱରଙ୍କ ବାର୍ତ୍ତାବହ ରୂପେ ସ୍ୱାଗତ କରେ, ସେ ସେହି ଭାବବାଦୀଙ୍କ ପୁରସ୍କାରରେ ଅଂଶୀ ହେବ; ଏବଂ ଯେ କେହି ଜଣେ ସାଧୁ ବ୍ୟକ୍ତିକୁ ତା’ର ସାଧୁତା ଯୋଗୁ ଅଭ୍ୟର୍ଥନା କରେ, ସେହି ବ୍ୟକ୍ତିର ପୁରସ୍କାରରେ ସେ ଭାଗୀଦାର ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ। Viz kapitola |