Online Bible

- Reklamy -




ମାଥିଉ 11:1 - ପବିତ୍ର ବାଇବଲ

1 ଯୀଶୁ ତାହାଙ୍କର ବାରଜଣ ଯାକ ଶିଷ୍ୟଙ୍କୁ ନିର୍ଦ୍ଦେଶ ଦେଇ ସାରିବା ପରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେ ଗାଲିଲୀ ପ୍ରଦେଶର ସହରମାନଙ୍କରେ ତାହାଙ୍କର ଉପଦେଶ ଓ ବାର୍ତ୍ତା ପ୍ରଗ୍ଭର କରିବା ନିମନ୍ତେ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଯୀଶୁ ଆପଣା ଦ୍ଵାଦଶ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ଉତ୍ତାରେ ଲୋକ- ମାନଙ୍କର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ପ୍ରସ୍ଥାନ କଲେ।

Viz kapitola kopírovat

ଓଡିଆ ବାଇବେଲ

1 ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

1 ଯୀଶୁ ତାଙ୍କର ବାରଜଣ ଶିଷ୍ୟଙ୍କୁ ଏହି ସବୁ ନିର୍ଦ୍ଦେଶ ଦେଇ ସାରବା ପରେ ନିକଟବର୍ତ୍ତୀ ସହରମାନଙ୍କୁ ଯାଇ ଶିକ୍ଷା ଦେବାକୁ ଓ ପ୍ରଚାର କରିବାକୁ ଲାଗିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ।

Viz kapitola kopírovat




ମାଥିଉ 11:1

Následuj nás:

Reklamy


Reklamy