ମାଥିଉ 11:10 - ପବିତ୍ର ବାଇବଲ10 ଯୋହନଙ୍କ ବିଷୟରେ ଶାସ୍ତ୍ରରେ ଲେଖାଅଛି: ‘ଦେଖ, ମୁଁ ତୁମ୍ଭ ଆଗରୁ ମୋର ଜଣେ ଦୂତଙ୍କୁ ପଠାଉଛି। ସେ ତୁମ୍ଭ ପାଇଁ ରାସ୍ତା ପ୍ରସ୍ତୁତ କରିବେ।’ Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯାହାଙ୍କ ବିଷୟରେ ଏହା ଲେଖାଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି। Viz kapitolaଓଡିଆ ବାଇବେଲ10 ଯାହାଙ୍କ ବିଷୟରେ ଏହା ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)10 କାରଣ ଏହି ଯୋହନଙ୍କ ବିଷୟରେ ଶାସ୍ତ୍ରରେ ଲେଖାଯାଇଛି, ‘ଈଶ୍ୱର କହିଲେ, ତୁମ ପାଇଁ ପଥ ପ୍ରସ୍ତୁତ କରିବାକୁ ମୁଁ ପଥମେ ମୋ’ ଦୂତକୁ ପଠାଇବି’। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯାହାଙ୍କ ବିଷୟରେ ଏହା ଲେଖାଅଛି, ‘ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି।’ Viz kapitola |