ମାଥିଉ 11:13 - ପବିତ୍ର ବାଇବଲ13 ଯୋହନଙ୍କ ସମୟ ପୂର୍ବରୁ ସମସ୍ତ ଭବିଷ୍ୟଦ୍ବକ୍ତା ଓ ମୋଶାଙ୍କ ନିୟମ ଭବିଷ୍ୟଦ୍ବାଣୀ କହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 କାରଣ ସମସ୍ତ ଭାବବାଦୀ ଓ ବ୍ୟବସ୍ଥାଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ଭାବବାଣୀ କହିଥିଲେ। Viz kapitolaଓଡିଆ ବାଇବେଲ13 କାରଣ ସମସ୍ତ ଭାବବାଦୀ ଓ ମୋଶାଙ୍କ ବ୍ୟବସ୍ଥା ଯୋହନଙ୍କ ପର୍ଯ୍ୟନ୍ତ ଭାବବାଣୀ କହିଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)13 ଯୋହନଙ୍କ ଆଗମନ ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ବକ୍ତବ୍ୟରେ ସେହି ରାଜ୍ୟ ବିଷୟରେ କୁହାଯାଉଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ସମସ୍ତ ଭାବବାଦୀ ଓ ମୋଶାଙ୍କ ବ୍ୟବସ୍ଥା ବାପ୍ତିଜକ ଯୋହନଙ୍କ ସମୟ ପର୍ଯ୍ୟନ୍ତ ଭାବବାଣୀ କରୁଥିଲେ। Viz kapitola |