ମାଥିଉ 11:17 - ପବିତ୍ର ବାଇବଲ17 ‘ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ। କିନ୍ତୁ ତୁମ୍ଭେ ନାଚିଲ ନାହିଁ। ଆମ୍ଭେ ଶୋକ ଗୀତ ଗାଇଲୁ, କିନ୍ତୁ ତୁମ୍ଭେ ବିଳାପ କଲ ନାହିଁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ, ବର୍ତ୍ତମାନ ପୁରୁଷ ସେମାନଙ୍କ ପରି। Viz kapitolaଓଡିଆ ବାଇବେଲ17 ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି । Viz kapitolaପବିତ୍ର ବାଇବଲ (CL) NT (BSI)17 ‘ଆମେ ବାହାଘରବାଜା ବଜାଇଲୁ, କିନ୍ତୁ ତୁମେ ନାଚିଲ ନାହିଁ। ଆମେ ଶୋକ ଗୀତ ଗାଇଲୁ, କିନ୍ତୁ ତୁମ୍ଭେମାନେ କାନ୍ଦିଲ ନାହିଁ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ‘ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି।’ Viz kapitola |