ମାଥିଉ 11:18 - ପବିତ୍ର ବାଇବଲ18 ବର୍ତ୍ତମାନର ଲୋକମାନେ ସେହିପରି। ଯୋହନ ଆସିଲେ, କିନ୍ତୁ ଅନ୍ୟମାନଙ୍କ ଭଳି ସେ ଖାଉ ନ ଥିଲେ କି ପିଉ ନ ଥିଲେ। ଲୋକେ କହିଲେ, ‘ତାହାଙ୍କ ଦେହରେ ଭୂତ ପଶି ଯାଇଛି।’ Viz kapitolaପବିତ୍ର ବାଇବଲ (Re-edited) - (BSI)18 କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ସେ ଭୂତଗ୍ରସ୍ତ। Viz kapitolaଓଡିଆ ବାଇବେଲ18 କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ସେ ଭୂତଗ୍ରସ୍ତ । Viz kapitolaପବିତ୍ର ବାଇବଲ (CL) NT (BSI)18 ଯୋହନ ଆସି ଉପବାସ କରୁଥିଲେ ଓ ସୁରାପାନ କରୁ ନ ଥିଲେ। ସମସ୍ତେ କହିଲେ, ‘ସେ ଭୃତଗ୍ରସ୍ତ’। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ‘ସେ ଭୂତଗ୍ରସ୍ତ।’ Viz kapitola |