Online Bible

- Reklamy -




ମାଥିଉ 11:20 - ପବିତ୍ର ବାଇବଲ

20 ସେତେବେଳେ ଯୀଶୁ ଯେଉଁ ନଗରମାନଙ୍କରେ ଅଧିକାଂଶ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରିଥିଲେ, ସେହି ନଗରଗୁଡ଼ିକୁ ତିରସ୍କାର କଲେ। କାରଣ ସେଠାକାର ଲୋକେ ନିଜ ପାପ ପାଇଁ ଅନୁତାପ କରି ହୃଦୟ ପରିବର୍ତ୍ତନ କରି ନ ଥିଲେ, କି ପାପ କରିବା ଛାଡ଼ି ନ ଥିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଶକ୍ତିର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ ପରିବର୍ତ୍ତନ କରି ନ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

20 ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ ପରିବର୍ତ୍ତନ କରି ନ ଥିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ଯେଉଁ ସହରଗୁଡ଼ିକରେ ଯୀଶଉ ତାଙ୍କର ଅଧିକାଂଶ ଅଲୌକିକ କାର୍ଯ୍ୟ କରିଥଲେ, ସେ ଅଞ୍ଚଳର ଲୋକେ ସେମାନଙ୍କ ପାପ ପାଇଁ ଅନୁତାପ ନ କରିବାର ଦେଖି, ଯୀଶୁ ସେହି ସହରଗୁଡ଼ିକୁ ତିରସ୍କାର କରି କହିଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ-ପରିବର୍ତ୍ତନ କରି ନ ଥିଲେ।

Viz kapitola kopírovat




ମାଥିଉ 11:20

Následuj nás:

Reklamy


Reklamy