ମାଥିଉ 11:21 - ପବିତ୍ର ବାଇବଲ21 ସେ କହିଲେ, ‘‘ହାୟ କୋରାଜୀନ୍! ହାୟ ବେଥ୍ସାଇଦା! ତୁମ୍ଭ ଅଞ୍ଚଳରେ ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରାଗଲା, ସେଗୁଡ଼ିକ ଯଦି ସୋର ଓ ସୀଦୋନରେ କରିଥାଆନ୍ତୁ, ତେବେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସେମାନେ ଅଖା ପିନ୍ଧି ଓ ଦେହରେ ପାଉଁଶ ବୋଳି ହୋଇ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ହାୟ, ଦଣ୍ତର ପାତ୍ର କୋରାଜୀନ୍, ହାୟ, ଦଣ୍ତର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ଶକ୍ତିର କାର୍ଯ୍ୟ କରାଯାଇ ଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ। Viz kapitolaଓଡିଆ ବାଇବେଲ21 ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାନ୍ତା, ତେବେ ସେମାନେ ସମୟ ପୁର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ । Viz kapitolaପବିତ୍ର ବାଇବଲ (CL) NT (BSI)21 “ହେ କୋରାଜିନ, କେଡ଼େ ଭୟାବହ ଦଶା ତୁମେ ଭୋଗିବ! ବେଥସାଇଦା, ତୁମର ଦଶା ମଧ୍ୟ ତଦ୍ରୁପ। ତୁମ ମଧ୍ୟରେ ଯେଉଁ ଅଲୌକିକ କାର୍ଯ୍ୟସବୁ ଯଦି ସୋର ଓ ସିଦୋନରେ କରାଯାଇଥାନ୍ତା, ସେଠିକାର ଲୋକମାନେ ଦେହରେ ପାଉଁଶ ବୋଳିହୋଇ ଅଖା ପିନ୍ଧି ଅନତାପ କରିଥାନ୍ତେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 “ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ। Viz kapitola |