ମାଥିଉ 11:23 - ପବିତ୍ର ବାଇବଲ23 “ହେ କଫର୍ନାହୂମ! ତୁ କ’ଣ ଭାବୁଛୁ ତୋତେ ସ୍ୱର୍ଗୀୟ ଗୌରବ ଦେବା ପାଇଁ ସ୍ୱର୍ଗକୁ ଉଠାଇ ନିଆଯିବ? ନା, ତୁମ୍ଭକୁ ପାତାଳରେ ନିକ୍ଷେପ କରାଯିବ। ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ ତୋର ଅଞ୍ଚଳରେ କରାଯାଇଛି, ସେଗୁଡ଼ିକ ଯଦି ସଦୋମରେ କରାଯାଇ ଥା’ନ୍ତା।, ତେବେ ସେଠାକାର ବାସିନ୍ଦା ପାପ କରିବା ବନ୍ଦ କରି ଦେଇଥାଆନ୍ତେ ଓ ସେ ନଗର ଏ ପର୍ଯ୍ୟନ୍ତ ତିଷ୍ଠି ରହି ପାରିଥା’ନ୍ତା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ ରେ କଫର୍ନାହୂମ, ତୁ କଅଣ ସ୍ଵର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ଶକ୍ତିର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇ-ଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା। Viz kapitolaଓଡିଆ ବାଇବେଲ23 ଆଉ ରେ କଫର୍ନାହୂମ, ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋ'ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସଦୋମରେ କରାଯାଇଥାନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାନ୍ତା | Viz kapitolaପବିତ୍ର ବାଇବଲ (CL) NT (BSI)23 “ଆଉ କପର୍ନାହୁମ! ତୁମର କି ଦିଶା ହେବ! ତୁମେ କ’ଣ ନିଜକୁ ସ୍ୱର୍ଗଆଡ଼କୁ ଉଡାଇବା ପାଇଁ ଚେଷ୍ଟା କରିଛ? ତୁମେ ନରକରେ ନିକ୍ଷିପ୍ତ ହେବ। ତୁମ ମଧ୍ୟରେ ଯେଯଉଁ ଅଲୌକିକ କାର୍ଯ୍ୟ କରାଯାଉଛି, ତାହା ଯଦି ସଦୋମରେ କରାଯାଇଥାନ୍ତା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ ରେ କଫର୍ନାହୂମ, ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା। Viz kapitola |