ମାଥିଉ 11:24 - ପବିତ୍ର ବାଇବଲ24 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ନ୍ୟାୟ ହେବା ଦିନ ତୋର ଦଶା ସଦୋମର ଦଶା ଅପେକ୍ଷା ଅଧିକ ଖରାପ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର-ଦିନରେ ତୋହର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ। Viz kapitolaଓଡିଆ ବାଇବେଲ24 ତଥାପି ମୁଁ ତୁମ୍ଭମାନଙ୍କୁ କହିଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)24 ”ଈଶ୍ୱର ବିଚାର ଦିନରେ ତୁମଠାରୁ ସଦୋମ ପ୍ରତି ଅଧିକ ଦୟା ଦେଖାଇବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।” Viz kapitola |