Online Bible

- Reklamy -




ମାଥିଉ 11:28 - ପବିତ୍ର ବାଇବଲ

28 “ହେ କ୍ଳାନ୍ତ-ଶ୍ରାନ୍ତ ଓ ଚିନ୍ତାରେ ଭାରଗ୍ରସ୍ତ ଥିବା ଲୋକମାନେ! ମୋ’ ନିକଟକୁ ଆସ। ମୁଁ ତୁମ୍ଭକୁ ବିଶ୍ରାମ ଦେବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ହେ ପରିଶ୍ରା; ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।

Viz kapitola kopírovat

ଓଡିଆ ବାଇବେଲ

28 ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 “ଗୁରୁଭାର ବହନକାରୀ କ୍ଳାନ୍ତ ମଣିଷ, ମୋ’ ନିକଟକୁ ଆସ, ମୁଁ ତୁମକୁ ବିଶ୍ରାମ ଦେବି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।

Viz kapitola kopírovat




ମାଥିଉ 11:28

Následuj nás:

Reklamy


Reklamy