ମାଥିଉ 11:29 - ପବିତ୍ର ବାଇବଲ29 ମୋର କାର୍ଯ୍ୟଭାର ତୁମ୍ଭେ ଗ୍ରହଣ କର। ମୋ'ଠାରୁ ଶିଖ। କାରଣ ମୁଁ ଆତ୍ମାରେ ସରଳ ଓ ନମ୍ର ତେଣୁ ତୁମ୍ଭେ ନିଜ ଆତ୍ମାରେ ବିଶ୍ରାମ ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; Viz kapitolaଓଡିଆ ବାଇବେଲ29 ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; Viz kapitolaପବିତ୍ର ବାଇବଲ (CL) NT (BSI)29 ମୋର ଜୁଆଳି ବହନ କରି ମୋ’ଠାରୁ ଶିକ୍ଷଶ କର। କାରଣ ମୁଁ ନିଜେ ନମ୍ର ଓ କୋମଳମନା ହୋଇଥିବାରୁ ତୁମେ ମୋ’ ପାଖରେ ବିଶ୍ରାମ ପାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; Viz kapitola |