ମାଥିଉ 11:3 - ପବିତ୍ର ବାଇବଲ3 ଯୋହନଙ୍କ ଶିଷ୍ୟମାନେ ଯୀଶୁଙ୍କୁ ପଗ୍ଭରିଲେ, “ଯେଉଁ ବ୍ୟକ୍ତି ଆସିବେ ବୋଲି ଯୋହନ କହୁଥିଲେ, ଆପଣ ସେହି ବ୍ୟକ୍ତି ନା ଆମ୍ଭେ ଆଉ କାହାର ଆସିବା ପାଇଁ ଅପେକ୍ଷା କରିବୁ?” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ? Viz kapitolaଓଡିଆ ବାଇବେଲ3 ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ? Viz kapitolaପବିତ୍ର ବାଇବଲ (CL) NT (BSI)3 ସେମାନେ ଯାଇ ଯୀଶୁଙ୍କୁ ପଚାରିଲେ, “ଯେଉଁ ବ୍ୟକ୍ତି ଆସିବେ ବୋଲି ଯୋହନ କହିଲେ, ଆପଣ କ’ଣ ସେହି? ନା, ଆମେ ଅନ୍ୟ କାହାର ଅପେକ୍ଷାରେ ରହିବୁ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ? Viz kapitola |