ମାଥିଉ 11:30 - ପବିତ୍ର ବାଇବଲ30 ଯେଉଁ କାର୍ଯ୍ୟ ମୁଁ ତୁମ୍ଭକୁ ଗ୍ରହଣ କରିବାକୁ କହୁଛି, ତାହା ସହଜ। ଏବଂ ଯେଉଁ ବୋଝ ତୁମ୍ଭ ଉପରେ ରଖୁଛି, ତାହା ହାଲୁକା।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ଵାସ। Viz kapitolaଓଡିଆ ବାଇବେଲ30 ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ | Viz kapitolaପବିତ୍ର ବାଇବଲ (CL) NT (BSI)30 ମୁଁ ତୁମ୍ଭମାନଙ୍କ ଉପରେ ଯେଉଁ ଜୁଆଳି ରଖିବି, ତାହା ବହନ କରିବାକୁ ସହଜ। ପୁଣି ତୁମକୁ ଯେଉଁ ଭାର ଦେବି, ତା’ ମଧ୍ୟ ବେଶ୍ ହାଲୁକା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।” Viz kapitola |