ମାଥିଉ 11:9 - ପବିତ୍ର ବାଇବଲ9 ତେବେ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ କୌଣସି ଭବିଷ୍ୟଦ୍ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି ଯେ ଯାହାକୁ ତୁମ୍ଭେ ଦେଖିଛ ସେ ଭବିଷ୍ୟଦ୍ବକ୍ତାଙ୍କଠାରୁ ମଧ୍ୟ ଆହୁରି ବଡ଼। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ? କଅଣ ଜଣେ ଭାବବାଦୀଙ୍କି ଦେଖିବାକୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି; Viz kapitolaଓଡିଆ ବାଇବେଲ9 ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ ? କ'ଣ ଜଣେ ଭାବବାଦୀଙ୍କୁ ଦେଖିବାକୁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି; Viz kapitolaପବିତ୍ର ବାଇବଲ (CL) NT (BSI)9 ମୋତେ କୁହ, କ’ଣ ଦେଖିବାକୁ ଯାଇଥିଲ। ଜଣେ ଭାବବାଦୀଙ୍କୁ? ତା’ତ ନିଶ୍ଚୟ, କିନ୍ତୁ ଭାବବାଦୀଠାରୁ ଜଣେ ଅଧିକମହାନ ଲେଶକଙ୍କ ଦେଖା ପାଇଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ? କଅଣ ଜଣେ ଭାବବାଦୀଙ୍କୁ ଦେଖିବାକୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ; Viz kapitola |