ମାଥିଉ 12:1 - ପବିତ୍ର ବାଇବଲ1 ପ୍ରାୟ ସେହି ସମୟରେ ଯୀଶୁ ବିଶ୍ରାମ ଦିବସରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ। ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ସହିତ ଥିଲେ, ତାହାଙ୍କର ଶିଷ୍ୟମାନଙ୍କୁ ଭୋକ ଲାଗିଲା। ସେମାନେ କେତେକ ଗହମ କେଣ୍ଡା ଛିଣ୍ଡେଇ ଖାଇବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେହି ସମୟରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଗମନ କଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ତାଇ ଖାଇବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ1 ସେହି ସମୟରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଗଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)1 ଏହାର କିଛି ଦିନ ପରେ ଗୋଟିଏ ବିଶ୍ରାମବାର ଦିନରେ ଯୀଶୁ ଶସ୍ୟ କ୍ଷେତ୍ର ଦେଇ ଯାଉଥିଲେ। ତାଙ୍କ ଶିଷ୍ୟମାନେ ଭୋକ ହେବାରୁ ସେମାନେ କେଣ୍ଡାରୁ ଶସ୍ୟ ଛିଣ୍ଡାଇ ଖଶଇବାକୁ ଲାଗିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ସମୟରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଗଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ। Viz kapitola |