ମାଥିଉ 12:11 - ପବିତ୍ର ବାଇବଲ11 ଯୀଶୁ କହିଲେ, “ମନେକର ତୁମ୍ଭର କାହାରି ଗୋଟିଏ ମେଷ ଅଛି ଓ ସେହି ମେଷ ବିଶ୍ରାମ ଦିବସରେ ଖାଲ ଭିତରେ ଖସି ପଡ଼ିଲା। ତୁମ୍ଭେ କ’ଣ ତାକୁ ଖାଲରୁ ବାହାର କରି ଆଣିବ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି? Viz kapitolaଓଡିଆ ବାଇବେଲ11 କିନ୍ତୁ ସେ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରିଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି ? Viz kapitolaପବିତ୍ର ବାଇବଲ (CL) NT (BSI)11 ଯୀଶୁ ଉତ୍ତର ଦେି କହିଲେ, “ବିଶ୍ରାମବାରରେ ଯଦି ତୁମର ମେଣ୍ଢାଟିଏ ଗହୀରିଆ ଖାଇରେ ପଡ଼ିଯାଏ, ତୁମେ ତାକୁ ଉଠାଇ ଆଣିବ ନାହିଁ କି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିନ୍ତୁ ସେ ସେମାନଙ୍କୁ କହିଲେ, “ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାର ଦିନରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି? Viz kapitola |