Online Bible

- Reklamy -




ମାଥିଉ 12:13 - ପବିତ୍ର ବାଇବଲ

13 ତା'ପରେ ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କୁ ହାତ ଦେଖାଇବା ପାଇଁ ଆଗକୁ ବଢ଼େଇ ଦେଲା। ତା'ର ସେହି ଶୁଖି ଯାଇଥିବା ହାତଟି ସମ୍ପୂର୍ଣ୍ଣ ଭଲ ହୋଇଗଲା। ଏହି ହାତଟି ତା'ର ଅନ୍ୟ ହାତ ଭଳି ହୋଇଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସେତେବେଳେ ସେ ସେହି ଲୋକକୁ କହିଲେ, ତୁମ୍ଭର ହାତ ବଢ଼ାଅ। ସେଥିରେ ସେ ହାତ ବଢ଼ାଇଲା, ଆଉ ତାହା ଅନ୍ୟ ହାତ ପରି ପୁଣି ଭଲ ହୋଇଗଲା।

Viz kapitola kopírovat

ଓଡିଆ ବାଇବେଲ

13 ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ଏହା କହି ସେ ହାତ ଅଚଳ ହୋଇଥିବା ଲୋଟିକୁ କହିଲେ, “ହାତ ସଳଖ କର।” ଲୋକଟି ହାତ ସଳଖ କରିବାକ୍ଷଣି ସେହି ହାତଟି ଅନ୍ୟ ହାତ ପରି ସୁସ୍ଥ ହୋଇଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା।

Viz kapitola kopírovat




ମାଥିଉ 12:13

Následuj nás:

Reklamy


Reklamy