Online Bible

- Reklamy -




ମାଥିଉ 12:15 - ପବିତ୍ର ବାଇବଲ

15 ଯୀଶୁ ଏ କଥା ଜାଣିପାରି ସେ ଜାଗା ଛାଡ଼ି ଗ୍ଭଲିଗଲେ। ବହୁତ ଲୋକ ତାହାଙ୍କୁ ଅନୁସରଣ କଲେ। ଯୀଶୁ ସମସ୍ତ ରୋଗୀଙ୍କୁ ସୁସ୍ଥ କରିଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଯୀଶୁ ତାହା ଜାଣି ସେଠାରୁ ଅନ୍ତର ହୋଇ ବାହାରିଗଲେ, ପୁଣି ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ

Viz kapitola kopírovat

ଓଡିଆ ବାଇବେଲ

15 ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ତାଙ୍କ ବିରୁଦ୍ଧରେ ହେଉଥିବା ଷଡ଼ଯନ୍ତ୍ର କଥା ଶୁଣି ଯୀଶଉ ସେ ଅଞ୍ଚଳ ଛାଡ଼ି ଅନ୍ୟଆଡ଼େ ଚାଲିଗଲେ। କିନ୍ତୁ ଅନେକ ଲେଶକ ତାଙକ ପଛେ ପଛେ ଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ

Viz kapitola kopírovat




ମାଥିଉ 12:15

Následuj nás:

Reklamy


Reklamy