Online Bible

- Reklamy -




ମାଥିଉ 12:18 - ପବିତ୍ର ବାଇବଲ

18 “ଏ ମୋର ସେବକ। ମୁଁ ତାହାଙ୍କୁ ବାଛିଛି। ମୁଁ ତାହାଙ୍କୁ ଭଲ ପାଏ। ମୁଁ ତାହାଙ୍କ ଉପରେ ଖୁସୀ। ମୋର ଆତ୍ମା ମୁଁ ତାହାଙ୍କଠାରେ ରଖିବି। ସେ ଜାତିମାନଙ୍କ ଭିତରେ ନ୍ୟାୟ ଘୋଷଣା କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ବିଜାତିମାନଙ୍କ ନିକଟରେ ନ୍ୟାୟବିଚାର ପ୍ରଚାର କରିବେ।

Viz kapitola kopírovat

ଓଡିଆ ବାଇବେଲ

18 ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରିବା, ଆଉ ସେ ଅଣଯିହୂଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 “ଏହି ମୋର ମନୋନୀତ ଦେବକ, ତାକୁ ମୁଁ ଭଲ ପାଏ, ତା’ ପ୍ରତି ମୁଁ ସନ୍ତୁଷ୍ଟ। ମୋର ଆତ୍ମା ତା’ ଉପରେ ଅବତରଣ କରିବ; ସବୁ ଜାତି ନିକଟରେ ସେ ମୋ’ ନ୍ୟାୟ ବିଚାର ଘୋଷଣା କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ଅଣଯିହୁଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ।

Viz kapitola kopírovat




ମାଥିଉ 12:18

Následuj nás:

Reklamy


Reklamy