Online Bible

- Reklamy -




ମାଥିଉ 12:23 - ପବିତ୍ର ବାଇବଲ

23 ଜମା ହୋଇଥିବା ଲୋକେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ, ସେମାନେ କୁହାକୁହି ହେଲେ, “ଆମ୍ଭ ପାଖକୁ ପରମେଶ୍ୱର ଯାହାଙ୍କୁ ପଠାଇବେ ବୋଲି ପ୍ରତିଜ୍ଞା କରିଥିଲେ, ଏ ହୁଏତ ସେହି ଦାଉଦଙ୍କ ପୁତ୍ର ଅଟନ୍ତି?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପୁଣି, ଲୋକସମୂହ ଆଚମ୍ଵିତ ହୋଇ କହିବାକୁ ଲାଗିଲେ, ଏ କଅଣ ସେହି ଦାଉଦ-ସନ୍ତାନ ନୁହନ୍ତି?

Viz kapitola kopírovat

ଓଡିଆ ବାଇବେଲ

23 ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କ'ଣ ଦାଉଦ ସନ୍ତାନ ନୁହଁନ୍ତି ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ଯୀଶୁଙ୍କର ଏହି କାର୍ଯ୍ୟରେ ଲୋକେ ବିସ୍ମିତ ହୋଇ ପ୍ରଶ୍ନ କଲେ, “ଏ କ’ଣ ସେହି ଦାଉଦ-ବଂଶଜ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କଅଣ ଦାଉଦଙ୍କ ସନ୍ତାନ ନୁହଁନ୍ତି?

Viz kapitola kopírovat




ମାଥିଉ 12:23

Následuj nás:

Reklamy


Reklamy