ମାଥିଉ 12:26 - ପବିତ୍ର ବାଇବଲ26 ଯଦି ଶୟତାନ ତା'ର ନିଜ ଭୂତମାନଙ୍କୁ ତଡ଼ି ଦିଏ, ତେବେ ତା'ର ଅର୍ଥ ସେ ନିଜେ ନିଜ ଭିତରେ ଭାଗଭାଗ ହୋଇଛି। ଏ ପରିସ୍ଥିତିରେ ତା'ର ରାଜ୍ୟ ତିଷ୍ଠି ରହି ପାରିବା ସମ୍ଭବ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି; ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? Viz kapitolaଓଡିଆ ବାଇବେଲ26 ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ ? Viz kapitolaପବିତ୍ର ବାଇବଲ (CL) NT (BSI)26 ତାହାହେଲେ, ଶୟତାନ ରାଜ୍ୟରେ ଯଦି ଗୋଟିଏ ଦଳ ଅନ୍ୟ ଦଳ ବିରୁଦ୍ଧରେ ଲଢ଼ୁଛି, ଜାଣିବାକୁ ହେବ ଯେ ତାହା ଖଣ୍ଡ ବିଖଣ୍ଡ ହୋଇ ଅଚିରେ ଧ୍ୱଂସ ପାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? Viz kapitola |