Online Bible

- Reklamy -




ମାଥିଉ 12:28 - ପବିତ୍ର ବାଇବଲ

28 ମୁଁ କିନ୍ତୁ ଭୂତମାନଙ୍କୁ ପରମେଶ୍ୱରଙ୍କ ଆତ୍ମାର ଶକ୍ତି ସାହାଯ୍ୟରେ ତଡ଼ି ଦେଉଛି। ତେଣୁ ଏଥିରୁ ପ୍ରମାଣିତ ହେଉଛି ଯେ, ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭ ନିକଟରେ ପୂରାପୂରି ଆସି ପହଞ୍ଚିଗଲାଣି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 କିନ୍ତୁ ମୁଁ ଯଦି ଈଶ୍ଵରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।

Viz kapitola kopírovat

ଓଡିଆ ବାଇବେଲ

28 କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ଭୂତ ଛଡ଼ାଇବା ଶକ୍ତି ମୁଁ ବାଆଲଜିବୁଲ୍ଠାରୁ ପାଇ ନାହିଁ। ଈଶ୍ୱରଙ୍କ ଆତ୍ମାଙ୍କଠାରୁ ତାହା ମୁଁ ପାଇଛି। ଏହାଦ୍ୱାରା ଆଉ ଗୋଟିଏ ବିଷୟ ପ୍ରମାଣିତ ହେଉଛି-ସ୍ୱର୍ଗରାଜ୍ୟ ତୁମ୍ଭମାନଙ୍କ ନିକଟକୁ ଆସି ଗଲାଣି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 କିନ୍ତୁ ମୁଁ ଯଦି ଈଶ୍ବରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।

Viz kapitola kopírovat




ମାଥିଉ 12:28

Následuj nás:

Reklamy


Reklamy