ମାଥିଉ 12:33 - ପବିତ୍ର ବାଇବଲ33 “ଭଲ ଫଳ ପାଇବାକୁ ହେଲେ ଭଲ ଗଛଟିଏ ଲଗାଇବାକୁ ପଡ଼େ। ତୁମ୍ଭର ଖରାପ ଗଛଟିଏ ଥିଲେ ସେଥିରୁ ତୁମ୍ଭେ ଖରାପ ଫଳ ପାଇବ। କାରଣ ଫଳଦ୍ୱାରା ଗଛଟିକୁ ଚିହ୍ନି ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ, ନତୁବା ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ଵାରା ଗଛ ଚିହ୍ନାଯାଏ। Viz kapitolaଓଡିଆ ବାଇବେଲ33 ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ । Viz kapitolaପବିତ୍ର ବାଇବଲ (CL) NT (BSI)33 “ଭଲ ଫଳ ଧରିବା ପାଇଁ ଗଛଟି ବଳିଷ୍ଠ ହେବା ଦରକାର। ଦୁର୍ବଳ ଗଛରେ ନିକୃଷ୍ଠ ଫଳ ହୁଏ। ଗଛଟି କି ପ୍ରକାର, ତା’ ଫଳ ଦ୍ୱାରା ଜଣାପଡ଼େ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 “ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ। Viz kapitola |