ମାଥିଉ 12:35 - ପବିତ୍ର ବାଇବଲ35 ଗୋଟିଏ ଭଲ ଲୋକର ମନରେ ଭଲ କଥା ସଞ୍ଚିତ ହୋଇ ରହିଥାଏ, ସେ କହିବା ବେଳେ ତା'ର ମନରୁ ଭଲ କଥା ବାହାରି ଆସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତରେ ଖରାପ କଥା ସବୁ ସଞ୍ଚିତ ହୋଇ ରହିଥାଏ। ସେ କହିବା ବେଳେ ତା’ ମନ ଭିତରୁ ଖରାପ କଥା ବାହାରିଥାଏ। ତେଣୁ ସେ ଖରାପ କଥା କୁହେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଉତ୍ତମ ଲୋକ ଉତ୍ତମ ଭଣ୍ତାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି ମନ୍ଦ ଲୋକ ମନ୍ଦ ଭଣ୍ତାରରୁ ମନ୍ଦ ପଦାର୍ଥ ବାହାର କରେ। Viz kapitolaଓଡିଆ ବାଇବେଲ35 ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ । Viz kapitolaପବିତ୍ର ବାଇବଲ (CL) NT (BSI)35 ଜଣେ ଭଲ ଲୋକ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ ହୋଇଥିବା ତା’ ଭଣ୍ଡାରରୁ ଉତ୍ତମ ଚିନିମଷ ବାହାର କରି ଆଣେ। ଜଣେ ଖଳ ପ୍ରକୃତିର ଲୋକ ଖରାପ ଜିନିଷ ବାହାର କରି ଆଣେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ। Viz kapitola |