ମାଥିଉ 12:36 - ପବିତ୍ର ବାଇବଲ36 କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରତ୍ୟେକ ଶବ୍ଦପାଇଁ ବିଗ୍ଭର ଦିନରେ ସେମାନଙ୍କୁ ଉତ୍ତର ଦେବାକୁ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)36 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର-ଦିନରେ ସେମାନେ ସେଥିର ଉତ୍ତର ଦେବେ; Viz kapitolaଓଡିଆ ବାଇବେଲ36 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ; Viz kapitolaପବିତ୍ର ବାଇବଲ (CL) NT (BSI)36 “ତୁମେ କହିଥିବା ପ୍ରତ୍ୟେକ ଅସାର କଥା ପାଇଁ ବିଚାର ଦିନରେ ତୁମକୁ କୈଫିୟତ୍ ଦେବାକୁ ପଡ଼ିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ; Viz kapitola |