Online Bible

- Reklamy -




ମାଥିଉ 12:4 - ପବିତ୍ର ବାଇବଲ

4 ସେ ପରମେଶ୍ୱରଙ୍କ ଘରେ ପ୍ରବେଶ କରିଥିଲେ ଓ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଥିବା ପବିତ୍ର ରୋଟୀ ସେ ଓ ତାହାଙ୍କ ସହିତ ଥିବା ଲୋକମାନେ ଖାଇଦେଇଥିଲେ। ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାଉଦ ଓ ତାହାଙ୍କ ସାଥୀମାନଙ୍କର ଏହା ଖାଇବା ଅଧିକାର ନ ଥିଲା। କାରଣ କେବଳ ଯାଜକମାନଙ୍କୁ ତାହା ଖାଇବା ପାଇଁ ଅନୁମତି ଦିଆଯାଇଥାଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ସେ କିପରି ଈଶ୍ଵରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଦର୍ଶନୀରୋଟୀ କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ।

Viz kapitola kopírovat

ଓଡିଆ ବାଇବେଲ

4 ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

4 ସେମାନେ ସେଦିନ ମନ୍ଦିର ଭିତରକୁ ଯାଇ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ରୋଟୀ ଖାଇଲେ। ଶାସ୍ତ୍ର ଅନୁଯାୟୀ ପୁରୋହିତଙ୍କ ଛଡ଼ା ସେହି ରୋଟୀ ଖାଇବା ପାଇଁ ଅନ୍ୟ କାହାର ଅଧିକାର ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ।

Viz kapitola kopírovat




ମାଥିଉ 12:4

Následuj nás:

Reklamy


Reklamy