Online Bible

- Reklamy -




ମାଥିଉ 12:40 - ପବିତ୍ର ବାଇବଲ

40 ଯୂନସ ସମୁଦ୍ରର ଗୋଟିଏ ବଡ଼ ମାଛ ପେଟରେ ତିନି ଦିନ ଓ ତିନିରାତି ଥିଲେ। ସେହିପରି ମନୁଷ୍ୟପୁତ୍ର ତିନି ଦିନ ଓ ତିନିରାତି କବର ଭିତରେ ରହିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତ୍ରି ବୃହତ୍ ମତ୍ସ୍ୟ ଉଦରରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତ୍ରି ଭୂଗର୍ଭରେ ରହିବେ।

Viz kapitola kopírovat

ଓଡିଆ ବାଇବେଲ

40 କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବଡ଼ ମାଛର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

40 “ଯୁନସ ଯେପରି ମାଛ ପେଟରେ ତିନି ଦିନ ଓ ତିନି ରାତି ରହିଥିଲେ, ସେହିପରି ମନୁଷ୍ୟପୁତ୍ର ମଧ୍ୟ ଭୂଗର୍ଭରେ ତିନି ଦିନ ଓ ତିନି ରାତି ଅତିବାହିତ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବୃହତ୍ ମତ୍ସ୍ୟର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ।

Viz kapitola kopírovat




ମାଥିଉ 12:40

Následuj nás:

Reklamy


Reklamy