Online Bible

- Reklamy -




ମାଥିଉ 12:42 - ପବିତ୍ର ବାଇବଲ

42 “ଯେଉଁ ଦିନ ବିଗ୍ଭର ହେବ ସେ ଦିନ ଦକ୍ଷିଣର ରାଣୀ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆହେବେ ଏବଂ ସେ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବା ପାଇଁ ବହୁତ ଦୂରରୁ ଆସିଥିଲେ। ଏବଂ ମୁଁ ତୁମ୍ଭକୁ କହୁଛି ଯେ ମୁଁ ଶଲୋମନଙ୍କଠାରୁ ଅଧିକ ମହାନ୍।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

42 ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ୍ ବିଷୟ ଏ ସ୍ଥାନରେ ଅଛି।

Viz kapitola kopírovat

ଓଡିଆ ବାଇବେଲ

42 ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

42 ବିଚାର ଦିନରେ ଶିବାର ରାଣୀ ତୁମ୍ଭମାନଙ୍କର ଦୋଷ ଦେଖାଇବା ନାଇଁ ଠିଆ ହେବେ, କାରଣ ଶଲୋମନଙ୍କ ଜ୍ଞାନପୂର୍ଣ କଥା ଶୁଣିବା ପାଇଁ ସୁଦୂର ଦେଶରୁ ସେ ଆସିତିଲେ; କିନ୍ତୁ ମୁଁ ତୁମ୍ଭମାନଙ୍କୁ ନିଶ୍ଚିତ ଭାବରେ କହୁଛି, ଶଲୋମନଙ୍କଠାରୁ ମହୀୟାନ ଜଣେ ଏରଡାରେ ଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”

Viz kapitola kopírovat




ମାଥିଉ 12:42

Následuj nás:

Reklamy


Reklamy