ମାଥିଉ 13:10 - ପବିତ୍ର ବାଇବଲ10 ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଗ୍ଭରିଲେ, “ତୁମ୍ଭେ ସେମାନଙ୍କୁ ଦୃଷ୍ଟାନ୍ତ ମାଧ୍ୟମରେ କାହିଁକି ଶିକ୍ଷା ଦେଉଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଥିଉତ୍ତାରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ଵାରା କଥା କହୁଅଛନ୍ତି? Viz kapitolaଓଡିଆ ବାଇବେଲ10 ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି ? Viz kapitolaପବିତ୍ର ବାଇବଲ (CL) NT (BSI)10 ପରେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, “ଲୋକମାନଭ୍କୁ ଶିକ୍ଷା ଦେବାବେଳେ ଆପଣ କାହିଁକି ଗଳ୍ପ ଛଳରେ କହୁଛନ୍ତି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି? Viz kapitola |