Online Bible

- Reklamy -




ମାଥିଉ 13:16 - ପବିତ୍ର ବାଇବଲ

16 କିନ୍ତୁ ତୁମ୍ଭେ ଧନ୍ୟ, କାରଣ ତୁମ୍ଭେ ଯାହା ଆଖିରେ ଦେଖୁଛ, ତାହା ବୁଝୁଛ। ତୁମ୍ଭେ ଯାହା କାନରେ ଶୁଣୁଛ, ତାହା ବୁଝୁଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ଧନ୍ୟ ତୁମ୍ଭମାନଙ୍କ ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ।

Viz kapitola kopírovat

ଓଡିଆ ବାଇବେଲ

16 କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

16 “ ତୁମ୍ଭେମାନେ କେଢ଼େ ଭାଗ୍ୟବାନ୍। ତୁମ୍ଭେମାନେ ଦେଖି ପାରୁଛ ଓ ଶୁଣି ପାରୁଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ।

Viz kapitola kopírovat




ମାଥିଉ 13:16

Následuj nás:

Reklamy


Reklamy