ମାଥିଉ 13:19 - ପବିତ୍ର ବାଇବଲ19 “ରାସ୍ତାରେ ପଡ଼ି ଯାଇଥିବା ବୀଜର ଅର୍ଥ କ’ଣ? ମଞ୍ଜିଟି ସେହି ଲୋକପରି ସେ ସ୍ୱର୍ଗରାଜ୍ୟର ସୁସମାଗ୍ଭର ଶୁଣେ, ଓ ତାହା ବୁଝି ପାରେ ନାହିଁ। ଶୟତାନ ଆସେ ଓ ତା’ ହୃଦୟରେ ଯାହାକିଛି ବୁଣା ହୋଇଥାଏ, ସେତେକ ନେଇ ଗ୍ଭଲିଯାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଯେକେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ। Viz kapitolaଓଡିଆ ବାଇବେଲ19 ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ । Viz kapitolaପବିତ୍ର ବାଇବଲ (CL) NT (BSI)19 ଯେଉଁମାନେ ସ୍ୱର୍ଗରାଜ୍ୟର ବାର୍ତ୍ତା ଶୁଣନ୍ତି, ସେମାନଙ୍କ ହୃଦୟରୁ ଶୟତାନ ତାହା କାଢ଼ି ନେଇ ଯାଇଥାଏ। ଗସ୍ତା କଡ଼ରେ ପଡ଼ିଥିବା ବିହନର ଏହା ହେଉଛି ତାତ୍ପର୍ଯ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ। Viz kapitola |