Online Bible

- Reklamy -




ମାଥିଉ 13:20 - ପବିତ୍ର ବାଇବଲ

20 “ପଥୁରିଆ ଜାଗାରେ ବୁଣାଯାଇଥିବା ବୀଜର ଅର୍ଥ କ’ଣ? ବୀଜଟି ଠିକ୍ ସେହି ଲୋକପରି, ଯେ ସୁସମାଗ୍ଭର ଶୁଣେ ଏବଂ ଆନନ୍ଦର ସହିତ ତାହା ସଙ୍ଗେ ସଙ୍ଗେ ଗ୍ରହଣ କରିନିଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,

Viz kapitola kopírovat

ଓଡିଆ ବାଇବେଲ

20 ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 “ଯେଉଁମାନେ ବାର୍ତ୍ତା ଶଉଣଇବା ମାତ୍ରେ ଆଗ୍ରହରେ ଗ୍ରହଣ କରନ୍ତି, ତାହା ପଥୁରିଆ ସ୍ଥାନରେ ପଡ଼ିଥିବା ବୀଜପରି,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,

Viz kapitola kopírovat




ମାଥିଉ 13:20

Následuj nás:

Reklamy


Reklamy