Online Bible

- Reklamy -




ମାଥିଉ 13:22 - ପବିତ୍ର ବାଇବଲ

22 “କଣ୍ଟାବୁଦାରେ ପଡ଼ିଯାଇଥିବା ବୀଜର ଅର୍ଥ କ’ଣ? ମଞ୍ଜିଟି ସେହି ଲୋକ ଯେ ସୁସମାଗ୍ଭର ଶୁଣେ କିନ୍ତୁ ସଂସାରର ଚିନ୍ତା ଓ ଧନର ମୋହ ଲାଗି ସୁସମାଗ୍ଭରକୁ ତା’ ଭିତରେ ବଢ଼ିବାକୁ ଦିଏ ନାହିଁ, ସେ ବ୍ୟକ୍ତି କେବେ ସଫଳ ହୋଇପାରେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଯେ ବାକ୍ୟ ଶୁଣେ, ପୁଣି ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।

Viz kapitola kopírovat

ଓଡିଆ ବାଇବେଲ

22 ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

22 କଣ୍ଟା ବୁଦା ଯେପରି କେତେକ ବୀଜକୁ ଗ୍ରାସ କରିଦିଏ, ସେହିପରି ଏହି ଜଗତର ଜଞ୍ଜାଳ ଓ ଧନ ସମ୍ପତ୍ତିର ଲାଳା କେତେକ ଲୋକଙ୍କଠାରେ ପହଞ୍ଚି ଥିବା ବାର୍ତ୍ତାକୁ ନଷ୍ଟ କରିଦିଏ ଏବଂ ସେମାନେ କୌଣସି ସୁଫଳ ପାଆନ୍ତି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।

Viz kapitola kopírovat




ମାଥିଉ 13:22

Následuj nás:

Reklamy


Reklamy