ମାଥିଉ 13:24 - ପବିତ୍ର ବାଇବଲ24 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ। “ସ୍ୱର୍ଗରାଜ୍ୟ ଜଣେ ବ୍ୟକ୍ତି ଭଳି ଯେ କି ନିଜ ଜମିରେ ଭଲ ବୀଜ ବୁଣିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ଵର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣିଥିବା ଜଣେ ବ୍ୟକ୍ତିଙ୍କ ସଦୃଶ; Viz kapitolaଓଡିଆ ବାଇବେଲ24 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ; Viz kapitolaପବିତ୍ର ବାଇବଲ (CL) NT (BSI)24 ଯୀଶଉ ଆଉ ଗୋଟିଏ ଦୃଷ୍ଟାନ୍ତ କଥା କହତଲେ, “ସ୍ୱର୍ଗରାଜ୍ୟ ଏହିପରି-ଜଣେ ଲୋକ ତା’ କ୍ଷେତରେ ଭଲ ଗହମ ବହିନ ବୁଣଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ; Viz kapitola |